ମହିଳାମାନେ କାହିଁକି ପିନ୍ଧନ୍ତି ଗୋଡମୁଦି, ଜାଣିଛନ୍ତି କି ?
ଭୁବନେଶ୍ଵର, ୦୬/୦୪ : ହିନ୍ଦୁ ଧର୍ମରେ ମହିଳାମାନେ ଗୋଡମୁଦି ପିନ୍ଧିବା ବିବାହିତାର ସଂକେତ ହୋଇଥାଏ । ତେବେ ଆପଣ ଜାଣିଛନ୍ତି କି ? ଏହି ଗୋଡ ମୁଦି ପିନ୍ଧିବା ପଛର କାରଣ କଣ ? ବିବାହ ପରେ, ମହିଳାମାନଙ୍କ ଶରୀରରେ ଅନେକ ହରମୋନାଲ ପରିବର୍ତ୍ତନ ହୋଇଥାଏ । ଏହି କାରଣରୁ, ଅନିୟମିତ ମାସିକ ଋତୁସ୍ରାବ କିମ୍ବା ହରମୋନରେ ଅସନ୍ତୁଳନ ଭଳି ସମସ୍ୟା ଦେଖାଯାଏ ।ତେଣୁ ଗୋଡମୁଦି ପିନ୍ଧିବା ଦ୍ୱାରା ଏହା, ହରମୋନ୍ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ…