Admin

ପିଲାଙ୍କ ଶାରିରୀକ ବିକାଶ ସହ ସୁସ୍ଥା ରହିବା ଜରୁରୀ, ଆପଣଙ୍କ ପିଲାଙ୍କୁ ଦିଅନ୍ତୁ ଏହି ସୁପର ଫୁଡସ୍

ଭୁବନେଶ୍ଵର, ୨୯/୦୬ : ପ୍ରତ୍ୟେକ ମା’ ନିଜ ପିଲାକୁ ଦୁନିଆର ସବୁଠାରୁ ଭଲ ଓ ପୋଷଣଯୁକ୍ତ ଖାଦ୍ୟ ଦେବାକୁ ଚାହାଁନ୍ତି। ଯାହାଦ୍ୱାରା ସେମାନଙ୍କ ପିଲା ଶାରିରୀକ ବିକାଶ ସହ ସୁସ୍ଥ ରହିବ। ଏଥିପାଇଁ ପ୍ରଥମେ ପିଲାର ଖାଦ୍ୟରେ କ’ଣ କ’ଣ ସାମିଲ୍ କରିବା ଉଚିତ୍‌ ତାହା ଜାଣିବା ଦରକାର। ଅନେକ ସମୟରେ ଛୋଟ ପିଲାଙ୍କ ଜିଦି ଆଗରେ ଅଭିଭାବକ ବାଧ୍ୟ ହୋଇ ସ୍ୱାଦିଷ୍ଟ ନାଁରେ ଏଣୁତେଣୁ ଖାଦ୍ୟ ଦେଇଥାନ୍ତି । ଏହାବ୍ୟତୀତ କେବେ କେବେ ବହୁ ବିକଳ୍ପ…

Read More

ଯାଆଁଳା ଛୁଆ ଜନ୍ମ ହେବାର କାରଣ, ଜାଣନ୍ତୁ…

ଭୁବନେଶ୍ଵର, ୨୬/୦୬ : ମା’ କୋଳରେ ଛୁଆଟିଏ ଜନ୍ମ ନେବା ଅର୍ଥାତ୍ ଏହା ଭଗବାନ ସୃଷ୍ଟି। ଭଗବାନ ଚାହିଁଲେ ହିଁ ବାପା ମା’­ଙ୍କ କୋଳକୁ ସନ୍ତାନଟିଏ ଆସିଥାଏ। ପୁଣି ସେହି ଛୁଆର କୁଆଁ କୁଆଁ ରାବରେ ଘରେ ଏକ ପ୍ରକାର ଖୁସିର ଲହରି ଖେଳିଯାଏ। କିନ୍ତୁ କଥା ହେଲା କି ଆପଣଙ୍କ ମନରେ ବି ଏହି ପ୍ରଶ୍ନ ସବୁବେଳେ ଆସିଥିବ ଯେ କିଛି ମହିଳା କିଭଳି ଏକସଙ୍ଗେ ଏକରୁ ଅଧିକ ପିଲାଙ୍କୁ ଜନ୍ମ ଦିଅନ୍ତି । ଦୁଇ…

Read More

ପଟିଆଲା ସୁଟ୍‌ ସହିତ ପିନ୍ଧନ୍ତୁ ଷ୍ଟାଇଲିସ୍ ମୋଜରି, ଦେଖାଯିବ ସୁନ୍ଦର

ଭୁବନେଶ୍ଵର, ୨୩/୦୬ : ଝିଅମାନେ ସାଧାରଣତଃ ସୁନ୍ଦର ଦେଖାଯିବାକୁ ଅନେକ ଡିଜାଇନ୍‌ର ଫୁଟ୍‌ୱିୟର୍‌ ପିନ୍ଧନ୍ତି। ଅନେକ ଡିଜାଇନ୍‌ ର ଫୁଟୱିୟର ବଜାରରେ ମଧ୍ୟ ଉପଲବ୍ଧ ହେଉଛି। କିଛି ମହିଳା ଥାଆନ୍ତି ଯିଏ ଆରାମ ଅନୁଯାୟୀ ଫୁଟୱିୟର୍‌ ପିନ୍ଧନ୍ତି । ଆଉ କିଛି ଷ୍ଟାଇଲ୍‌ ଏବଂ ଡିଜାଇନର୍‌ ଫୁଟୱିୟର୍‌ ପିନ୍ଧିବାକୁ ପସନ୍ଦ କରନ୍ତି । ଯଦି ଆପଣ ବି ଡିଜାଇନର୍‌ ଏବଂ ଆରାମଦାୟକ ଫୁଟୱିୟର୍‌ ପିନ୍ଧିବାକୁ ଚାହୁଁଥିବେ ତେବେ ମୋଜରି ପିନ୍ଧିପାରିବେ । ପଟିଆଲା ସୁଟ୍‌ ସହିତ ଏହା…

Read More

ଯୋଗ ଦିବସ

ଭୁବନେଶ୍ଵର, ୨୧।୬ : ଯୋଗାଭ୍ୟାସର ଅସଂଖ୍ୟ ସୁଫଳର ପ୍ରୋତ୍ସାହନ ନିମନ୍ତେ ପ୍ରତି ବର୍ଷ ଜୁନ୍‌ ୨୧ ତାରିଖରେ ପାଳିତ ହୁଏ ବିଶ୍ୱ ଯୋଗ ଦିବସ । ଦ୍ରୁତ ଓ ଆଧୁନିକ ଜୀବନରେ ସନ୍ତୁଳନ ରକ୍ଷାର ଗୁରୁତ୍ୱ ଉପରେ ଏହା ଆଲୋକପାତ କରେ । ଏଥିସହିତ ଶାରୀରିକ, ମାନସିକ ଓ ଆଧ୍ୟାତ୍ମିକ ସଦ୍‌ଭାବକୁ ପ୍ରୋତ୍ସାହିତ କରେ । ଯୋଗ ଏକାଗ୍ରତା ବଢ଼ାଏ, ଚାପ ହ୍ରାସ କରେ ଏବଂ ସାମଗ୍ରିକ ସ୍ୱାସ୍ଥ୍ୟ ଉପରେ ଫୋକସ୍‌ କରେ । ଚଳିତ ବର୍ଷ…

Read More

ହୋ ଭକତେ ହୋ… ରଥ ଚାଲେ ଘୁଁ… ଚକ ଚାଲେ ଘୁଁ…

ପୁରୀ, ୨୦/୦୬ : ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ହରିବୋଲ ହୁଳହୁଳିରେ ଗଗନପବନ ପ୍ରକମ୍ପିତ ହେଉଛି। ଚାରିଆଡ଼େ ଭକ୍ତିମୟ ପରିବେଶ। ମର୍ଦ୍ଦଳା, ତୂରୀଭେରୀରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହେଉଛି। ଆଜି ଭକ୍ତଙ୍କ ଦୁଃଖ ନାଶ କରିବାକୁ ବଡ଼ ଠାକୁର ରତ୍ନ ସିଂହାସନରୁ ଓହ୍ଲାଇ ଆସିଛନ୍ତି। ବଡ଼ଦାଣ୍ଡରେ ଭକ୍ତ ଭଗବାନଙ୍କ ଅପୂର୍ବ ମିଳନ ହୋଇଛି। ବଡ଼ଦାଣ୍ଡରେ ହଜାର ହଜାର ଉତ୍କଣ୍ଠିତ ଭକ୍ତ । ଭଜନ କୀର୍ତ୍ତନରେ କମ୍ପୁଛି ରଥ-ପଥ । ଧାଡ଼ି ପହଣ୍ଡିରେ ତିନି ରଥରେ ବିରାଜମାନ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି।…

Read More

ବାଲ୍ୟ ବିବାହ ମୁକ୍ତ ହେବ କଟକ ଜିଲ୍ଲା, ୫୦ ଗାଁ ହେବ ଶିଶୁଶ୍ରମିକ ମୁକ୍ତ ଗାଁ

କଟକ, ୧୯/୦୬ : ବାଲ୍ୟ ବିବାହ ମୁକ୍ତ ହେବ କଟକ ଜିଲ୍ଲା। ବାଲ୍ୟ ବିବାହକୁ ରୋକିବା ପାଇଁ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି । ନୋବେଲ ପୁରସ୍କାର ବିଜେତା ‘କୈଳାସ ସତ୍ୟାର୍ଥୀ’ଙ୍କ ଚିଲ୍‌ଡ୍ରେନ୍‌ ଫାଉଣ୍ଡେସନ ଓ କଟକର ଉତ୍କଳ ସେବକ ସମାଜର ମିଳିତ ସହଯୋଗରେ ମେ’ ପହିଲାରୁ କାମ ଆରମ୍ଭ ହୋଇଛି । ‘ବଚପନ୍‌ ବଚାଓ ଆନ୍ଦୋଳନ’ର ଏକ ଅଂଶବିଶେଷ କୁହାଯାଉଥିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ବାଲ୍ୟ ବିବାହ ମୁକ୍ତ କଟକ । କେବଳ…

Read More

ପିଲାଙ୍କୁ ଶିଖାନ୍ତୁ ସଞ୍ଚୟର ଗୁରୁତ୍ୱ, ସେମାନେ ବୁଝିପାରିବେ ଅର୍ଥର ଗୁରୁତ୍ଵ

ଭୁବନେଶ୍ଵର, ୧୮/୬ : ମହଙ୍ଗା ଦୁନିଆରେ ଛୋଟବେଳୁ ପିଲାଙ୍କୁ ଶିଖାନ୍ତୁ ସଞ୍ଚୟର ଗୁରୁତ୍ୱ। ପିଲାଙ୍କୁ ପାଠ ପଢ଼ାଇ ମଣିଷ କରିବା ଅଭିଭାବକଙ୍କ ପାଇଁ ଚ୍ୟାଲେଞ୍ଜ ହୋଇପଡିଛି । ତେଣୁ ଏହି ପରିସ୍ଥିତିରେ ପିଲାଙ୍କୁ ଟଙ୍କାର ପ୍ରକୃତ ମୂଲ୍ୟ ବୁଝାଇବା ଖୁବ୍‌ ଜରୁରି । ପିଲାଟିଏ ଟଙ୍କାର ପ୍ରକୃତ ମୂଲ୍ୟ ବୁଝିବା ଦ୍ୱାରା ହିଁ ତା’ ଖର୍ଚ୍ଚରେ ପରିବର୍ତ୍ତନ ଆସିଥାଏ । ତେଣୁ ଛୋଟ ବେଳୁ ହିଁ ପିଲାକୁ ଅର୍ଥର ମୂଲ୍ୟ ବୁଝାଇବାକୁ ପ୍ରୟାସ କରନ୍ତୁ । ଫଳରେ…

Read More

ଚିନ୍ତା ବଢ଼ାଉଛି ଛୋଟ ପିଲାଙ୍କ ମଧ୍ୟରେ ଦେଖାଦେଉଥିବା ଉଚ୍ଚ ରକ୍ତଚାପ ସମସ୍ୟା, ଜାଣନ୍ତୁ ଏହାର ନିରାକରଣ

ଭୁବନେଶ୍ୱର, ୧୬/୦୬ :  ବର୍ତ୍ତମାନ ସମୟରେ ଚିନ୍ତା ବଢ଼ାଇଛି ଛୋଟ ପିଲାଙ୍କ ମଧ୍ୟରେ ଦେଖାଦେଇଥିବା ଉଚ୍ଚ ରକ୍ତଚାପ ସମସ୍ଯା। ବିଶେଷଜ୍ଞଙ୍କ କହିବା ଅନୁସାରେ ସାରା ବିଶ୍ୱରେ ୩ପ୍ରତିଶତରୁ ୬ପ୍ରତିଶତ ଶିଶୁ ଓ କିଶୋରଙ୍କ ମଧ୍ୟରେ ଉଚ୍ଚ ରାକ୍ତଚାପ ପରି ସମସ୍ୟା ଦେଖିବାକୁ ମିଳୁଛି । ଆଉ ଏଥିପାଇଁ ବଦଳୁଥିବା ଜୀବନଶୈଳୀକୁ ଦାୟୀ କରାଯାଇଛି । ଏହାସହ ମୋଟାପଣ ଯୋଗୁଁ ମଧ୍ୟ ଅନେକ କ୍ଷେତ୍ରରେ ଶିଶୁ ଓ କିଶୋରଙ୍କ ମଧ୍ୟରେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଦେଉଛି । ୧୨ରୁ…

Read More

ବନସ୍ତେ ଡାକିଲା ଗଜ…ବରଷକେ ଥରେ ଆସିଛି ରଜ…

ଭୁବନେଶ୍ଵର, ୧୪/୦୬ : ଆଜି ପହିଲି ରଜ । ସବୁଠି ଶୁଭୁଛି ‘ବନସ୍ତେ ଡାକିଲା ଗଜ…ବରଷକେ ଥରେ ଆସିଛି ରଜ…। ଘରେ ଘରେ ମହକୁଛି ପିଠା । ସକାଳୁ ସକାଳୁ ଓଡ଼ିଆ ଘରର ପାରମ୍ପରିକ ପିଠା ଚକୁଳି, ଇଟିଲି, ସୁଜି କାକରା, ମଣ୍ଡା ଆଉ ପୋଡ଼ ପିଠାର ମଜା ନେଉଛନ୍ତି ସଭିଏଁ । ତା’ ସାଙ୍ଗକୁ ଓଡ଼ିଶାର ପ୍ରସିଦ୍ଧ ମିଠା ଓ ନାନାଦି ପ୍ରକାର ଖାଦ୍ୟର ବାସ୍ନା । ନୂଆ ପୋଷାକ ପିନ୍ଧି ଝିଅମାନେ ଦୋଳି ଖେଳିବା…

Read More