ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ରମାଦେବୀ ଚୌଧୁରୀ, ସମାଜ ସେବା ଦିଗରେ ଥିଲା ତାଙ୍କର ମହତ୍ତ୍ଵପୂର୍ଣ୍ଣ ଅବଦାନ
ଭୁବନେଶ୍ଵର, ୧୧/୦୪ : ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ ‘ବେଲ’ ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ…
