
ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ
କରୋନା ଭାଇରସ୍ର ଦ୍ଵିତୀୟ ଲହରରେ ସ୍ଥିତି ସଙ୍ଗୀନ। କୋଭିଡ୍-୧୯ର ଏହି ନୂତନ ଷ୍ଟ୍ରେନ କମ ବୟସର ଲୋକଙ୍କୁ ସଂକ୍ରମଣ କରିବା ସହ ଶିଶୁମାନଙ୍କୁ ମଧ୍ୟ ଛାଡୁନି। କଅଁଳା ଶିଶୁ ମଧ୍ୟ ଏହି ମାରାତ୍ମକ ମହାମାରୀରୁ ବାଦ୍ ପଡୁନାହାନ୍ତି। ଏହାକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣରୁ ଶିଶୁଙ୍କୁ ରକ୍ଷା ପାଇଁ ରାଜ୍ୟ ସରକାର କମିଟି ଗଠନ କରିଛନ୍ତି। ଏଥିସହ ୧୮ ରୁ ୪୪ ବର୍ଷ ବୟସ ବର୍ଗଙ୍କୁ କୋଭିଡ୍ ସୁରକ୍ଷା ଲାଗି କମିଟି ଗଠନ କରାଯାଇଛି। ଏହାବାଦ୍ ରାଜ୍ୟର…