Blog

ସୁନ୍ଦରଲାଲ ବହୁଗୁଣାଙ୍କ ପରଲୋକ

ସାରା ଜୀବନ ପରିବେଶର ସୁରକ୍ଷା ଦିଗରେ କାର୍ଯ୍ୟ କରି ଆସୁଥିବା ବିଶିଷ୍ଟ ପରିବେଶବିତ୍‌ ସୁନ୍ଦରଲାଲ ବହୁଗୁଣା ଆଉ ନାହାନ୍ତି। ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ସେ ଆଜି ଆଖି ବୁଜିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ଋଶିକେଶ ସ୍ଥିତି ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୦ ଦିନ କାଳ କରୋନା ସହ ଲଢ଼େଇ କରିବା ପରେ ସେ ଆଜି ସମସ୍ତଙ୍କୁ ଛାଡ଼ି…

Read More

କମୁଛି ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା 4 ହଜାର ଉପରେ

ଦେଶରେ କ୍ରମାଗତ ଭାବେ କରୋନାର ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। କିନ୍ତୁ ମୃତ୍ୟୁସଂଖ୍ୟାରେ କୌଣସି ବ୍ରେକ ଲାଗୁନି। ଲଗାତର ୪ ଦିନ ପରେ ଗତକାଲି ଦୈନିକ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ଖସିଥିବା ବେଳେ ଆଜି ପୁଣି ଏହା ୪ ହଜାର ପାର କରିଛି। ୨୪ ଘଣ୍ଟାରେ ୪୨୦୯ ଜଣଙ୍କ ଜୀବନ ନେଇଛି କିଲର କରୋନା। ଗତକାଲି ଏହା ୩୮୭୪ ଥିଲା। ବୁଧବାର ଦେଶରେ ରେକର୍ଡ ୪୫୨୯ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିଲେ।…

Read More

ତରୁଣ ତେଜପାଲଙ୍କୁ ଦୋଷମୁକ୍ତ କଲେ କୋର୍ଟ

ତେହେଲକା ମ୍ୟାଗାଜିନର ପୂର୍ବତନ ମୁଖ୍ୟ ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ତରୁଣ ତେଜପାଲଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ୨୦୧୩ ମସିହା ଯୌନ ଉତ୍ପୀଡ଼ନ ଓ ଦୁଷ୍କର୍ମ ମାମଲାରେ ଗୋଆ କୋର୍ଟ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଅତିରିକ୍ତ ବିଚାରପତି ଜଷ୍ଟିସ କେ ଯୋଶୀ ମାମଲାର ଶୁଣାଣି କରି ତାଙ୍କୁ ୮ ବର୍ଷ ତଳ ମାମଲାରେ ଦୋଷମୁକ୍ତ କରିଛନ୍ତି। ୨୦୧୩ରେ ତୁରଣ ତେଜପାଲ ତାଙ୍କର ଜଣେ କନିଷ୍ଠ ସହଯୋଗୀଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଗୋଆର ଗୋଟିଏ…

Read More

ଗର୍ଭବତୀ ମହିଳାଙ୍କ ସହାୟତା ପାଇଁ ଅନୁଷ୍କାଙ୍କ ବିରାଟ ଉଦ୍ୟମ

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜିକାଲି ସାମାଜିକ କାର୍ଯ୍ୟରେ ଆଗ୍ରହ ଦେଖାଉଛନ୍ତି। ନିକଟରେ ଅନୁଷ୍କା ତାଙ୍କ ସ୍ୱାମୀ ତଥା କ୍ରିକେଟର ବିରାଟ କୋହଲିଙ୍କ ସହ କୋଭିଡ ରିଲିଫ ପାଇଁ ପାଣ୍ଠି ସଂଗ୍ରହ କରିଥିଲେ। ଏହା ବ୍ୟତୀତ ସେ ବର୍ତ୍ତମାନ ଗର୍ଭବତୀ ଏବଂ ନିକଟରେ ମା’ ହେବାକୁ ଥିବା ମହିଳାମାନଙ୍କୁ ସାହାଯ୍ୟ କରିବାର ଦାୟିତ୍ୱ ଗ୍ରହଣ କରିଛନ୍ତି।ଅନୁଷ୍କା ଏଥିପାଇଁ ଏକ ହେଲ୍ପଲାଇନ ନମ୍ବର ସେୟାର କରିଛନ୍ତି । ଯାହାଦ୍ୱାରା ମହିଳାମାନଙ୍କୁ ଚିକିତ୍ସା ସହାୟତା ଯୋଗାଇବାରେ ସାହାଯ୍ୟ ମିଳିପାରିବ ।…

Read More

ପ୍ରିଯଙ୍କା ଚୋପ୍ରାଙ୍କ ସୁନ୍ଦର ହୃଦୟ ଅଜାଡ଼ି ଦେଲେ ସହାୟତା

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବିଦେଶରେ ରହି ମଧ୍ୟ କ୍ରମାଗତ ଭାବରେ ଭାରତକୁ ସାହାଯ୍ୟ କରୁଛନ୍ତି । ବିଦେଶରେ ରହୁଥିବା ବେଳେ ପ୍ରିୟଙ୍କା ନିଜ ଦେଶକୁ ଭୁଲି ନାହାଁନ୍ତି। ଅଭିନେତ୍ରୀ ଗିଭ୍ ଇଣ୍ଡିଆ ମାଧ୍ୟମରେ ଦେଶରେ କରୋନା ପୀଡିତମାନଙ୍କୁ ସାହାଯ୍ୟ କରୁଛନ୍ତି । ପ୍ରିୟଙ୍କାଙ୍କ ଏହି ଉତ୍ତମ କାର୍ଯ୍ୟରେ ଅନେକ ବଡ ବ୍ୟକ୍ତିତ୍ୱ ତାଙ୍କୁ ସମର୍ଥନ କରୁଛନ୍ତି । ପ୍ରିୟଙ୍କା ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀର କିଛି ସୂଚନା ସେୟାର କରିଛନ୍ତି। ସେ ଏହି ପୋଷ୍ଟ ସେୟାର କରି…

Read More

ମା କଣ ଏମିତି କରିପାରେ ?

ସ୍ୱାମୀ ପ୍ରଥମ ବିବାହ କରିଥିଲେ, ପିଲାପିଲି ଥିଲେ, କିନ୍ତୁ ପୁଣି ଆଉ ଗୋଟିଏ ବିବାହ କଲେ । ଏମିତି କି ଦ୍ଵିତୀୟ ସ୍ତ୍ରୀକୁ ଭଡା ଘରେ ରଖୁଥିଲେ ମଧ୍ୟ ପିଲା ହେବା ପରେ ତାଙ୍କ ପାଖକୁ ଗଲେ ନାହିଁ । ସେଥି ପାଇଁ ପୁଣି ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ହେବାରୁ ଦ୍ଵିତୀୟ ସ୍ତ୍ରୀ ନିଜ ପିଲାକୁ ଗାଡି ସମ୍ମୁଖକୁ ଫିଙ୍ଗି ପରେ ଆତ୍ମହତ୍ୟା କରିବା ପାଇଁ ଚେଷ୍ଟା କରିବା ବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ପରେ…

Read More

ଶିବସୁନ୍ଦର ଦାସ ହେବେ ମହିଳା କ୍ରିକେଟ ଟିମର କୋଚ୍

ଭାରତୀୟ ମହିଳା କ୍ରିକେଟ୍ ଦଳକୁ ମିଳିଲେ ଆଉ ଦୁଇ କୋଚ୍। ପୂର୍ବତନ ଓପନର ଶିବସୁନ୍ଦର ଦାସଙ୍କୁ ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅଭୟ ଶର୍ମାଙ୍କୁ ଫିଲ୍ଡିଂ କୋଚ୍ କରାଯାଇଛି। ଦଳ ଆଗାମୀ ମାସରେ ଇଂଲଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ଗୋଟିଏ ଟେଷ୍ଟ, ତିନି ଦିନିକିଆ ଓ ତିନି ଟି-୨୦ ମ୍ୟାଚ୍ ବିଶିଷ୍ଟ ସିରିଜ୍ ଖେଳିବ। ଏହା ପୂର୍ବରୁ ରମେଶ ପାଓ୍ଵାରଙ୍କୁ ଦଳର ମୁଖ୍ୟ କୋଚ୍…

Read More

ଅମ୍ଲଜାନ ଯୋଗାଣ ସୁଗମ କରିବା ପାଇଁ ଟାସ୍କଫୋର୍ସ

ମେଡିକାଲ ଅମ୍ଳଜାନର ଯୋଗାଣକୁ ଆହୁରି ମଜଭୁତ କରିବା ଏବଂ କୋଭିଡ -19 ମହାମାରୀ ବିରୋଧରେ ଦୀର୍ଘ ଦିନର ଯୁଦ୍ଧ ପାଇଁ ତୁରନ୍ତ ଆବଶ୍ୟକତା ତଥା ଭବିଷ୍ୟତର ଆବଶ୍ୟକତା ଉପରେ ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏକ ଟାସ୍କଫୋର୍ସ ଗଠନ କରିବାକୁ ଘୋଷଣା କରିଛନ୍ତି। ବାଚସ୍ପତି ସୁର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ସର୍ବଦଳୀୟ ବୈଠକରେ ଏ ବାବଦରେ ସୂଚନା ଦେଇଥିବା ବେଳେ ପରେ ପରେ ଏନେଇ ଏକ ଟାସ୍କ ଫୋର୍ସ ଗଠନ କରାଯ଼ାଇଛି….

Read More

ଜୁନ 1 ଯାଏଁ ବଢ଼ିଲା ଲକଡାଉନ, ଏଣିକି 7ରୁ 11 କୋହଳ ସମୟ

ରାଜ୍ୟରେ କୋଭିଡ -19 ମାମଲାରେ କ୍ରମାଗତ ବୃଦ୍ଧି ଘଟୁଥିବା ବେଳେ ଏହାର ନିୟନ୍ତ୍ରଣ ପାଇଁ ଓଡିଶା ସରକାର ମଙ୍ଗଳବାର ଦିନ ରାଜ୍ୟରେ ଲକଡାଉନ୍ ଜୁନ୍ 1 ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି ଏ ସଂପର୍କରେ ସୂଚନା ଦେଇଛନ୍ତି ମେ 5 ରେ ରାଜ୍ୟରେ ଲାଗୁ ହୋଇଥିବା ଦୁଇ ସପ୍ତାହର ତାଲା ମେ 19 ରେ ଶେଷ ହେବାକୁ ସ୍ଥିର ହୋଇଥିଲା କିନ୍ତୁ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହ ପୁଙ୍ଖାନୁପୁଙ୍ଖ ପରାମର୍ଶ ପରେ…

Read More

ରାଜ୍ୟରେ ଦୈନିକ କରୋନା ପରୀକ୍ଷା 70ହଜାରକୁ ବଢ଼ିବ

ବଢୁଥିବା କରୋନା ସଂକ୍ରମଣ ଏବଂ ଏହାର ଚେନକୁ ବ୍ରେକ୍ ଦେବା ପାଇଁ ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ୨ ସପ୍ତାହ ବୃଦ୍ଧି ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ବୈଠକରେ ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ପ୍ରତି ଗୁରୁତ୍ଵାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଅକ୍ସିଜେନ୍ ପାଇଁ ଟାସ୍କଫୋର୍ସ ଗଠନ କରାଯାଇଛି। ଆଜିର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଟିକାକରଣ ଉପରେ ଗୁରୁତ୍ଵ ଦେଇଛନ୍ତି। ଟିକାକରଣ କେନ୍ଦ୍ରରେ କେମିତି ସାମାଜିକ ଦୂରତ୍ଵ ବଜାୟ ରହିବ ସେଥିପ୍ରତି ଧ୍ୟାନ…

Read More