
ସ୍ବଚ୍ଛ ସହର ବର୍ଗରେ ଭୁବନେଶ୍ବର ନମ୍ବର 9ରେ, ତାଲିକାରେ ଅଛି ଗଞ୍ଜାମ
ଓଡ଼ିଶାର ରାଜଧାନୀ ଭୁବନେଶ୍ୱରକୁ ସମ୍ଭାବନାପୂର୍ଣ୍ଣ ସ୍ୱଚ୍ଛ ସହର ବର୍ଗରେ ପୁରସ୍କୃତ କରାଯାଇଛି । ଏହାଛଡ଼ା ୨୦ ହଜାରରୁ ୫୦ ହଜାର ମଧ୍ୟରେ ଜନସଂଖ୍ୟା ଥିବା ସ୍ୱଚ୍ଛ ସହର ତାଲିକାରେ ଗଞ୍ଜାମ ଜିଲ୍ଲାର ଆସିକା ଏବଂ ୨୦ ହଜାରରୁ କମ୍ ଜନସଂଖ୍ୟା ଥିବା ସ୍ୱଚ୍ଛ ସହର ତାଲିକାରେ ଗଞ୍ଜାମର ଚିକିଟିକୁ ସ୍ୱତନ୍ତ୍ର ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରାଯାଇଛି । ପ୍ରମୁଖ ସୁପର ସ୍ୱଚ୍ଛ ଲିଗରେ ସ୍ଥାନ ପାଇଲେ ଇନ୍ଦୋର, ସୁରଟ, ନଭି ମୁମ୍ବାଇ। ଭାରତର ନୂତନ ସ୍ୱଚ୍ଛ ସହର…