
ପୁରୀରେ କୋଭିଡ ହସ୍ପିଟାଲ କଲା ସମ୍
ଏବେ ପୁରୀବାସୀଙ୍କୁ କରୋନା ଚିକିତ୍ସାରେ ମିଳିବ ଉନ୍ନତମାନର ସ୍ଵାସ୍ଥ୍ୟ ସେବା। ପୁରୀ ବାଲିଗୁଆଳିରେ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜରେ ୧୫୦ ଶଯ୍ୟାର କୋଭିଡ୍ ହସ୍ପିଟାଲ୍ ଲୋକାର୍ପିତ ହୋଇଛି। ଭିଡିଓ କନଫରେନ୍ସି ଜରିଆରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହସ୍ପିଟାଲର ଲୋକାର୍ପଣ କରିଛନ୍ତି। ଆଇଏମ୍ଏସ୍ ଏଣ୍ଡ ସମ୍ ହସ୍ପିଟାଲ ତତ୍ତ୍ବାବଧାନରେ ଚାଲିବ ଏହି କୋଭିଡ୍ ହସ୍ପିଟାଲ। ୨୦ଟି ଆଇସିୟୁ, ୪୦ଟି ଏଚଡିୟୁ ଓ ୯୦ଟି ଜେନେରାଲ୍ ବେଡ୍ ବ୍ୟବସ୍ଥା କରାଯାଇଛି। District COVID hospital, in partnership with…