ମୋଟା ହୋଇଯାଉଛନ୍ତି କି ? ଓଜନ କମାଏ ଶୁଣ୍ଠି
ଭୁବନେଶ୍ଵର, ୦୨/୦୯ : ଅଧିକାଂଶ ଘରେ ଖାଦ୍ୟ ପ୍ରସ୍ତୁତି ପାଇଁ ଅଦାର ବ୍ୟବହାର କରାଯାଇଥାଏ । ଅଦାକୁ ବିଭିନ୍ନ ରୂପରେ ବ୍ୟବହାର କରାଯାଏ । ଶୁଖିଲା ଅଦାକୁ ଶୁଣ୍ଠି କୁହାଯାଏ । ଶୁଣ୍ଠି ଖାଇବା ଦ୍ୱାରା ଥଣ୍ଡାକାଶ ଓ ଗଳା ଦରଜ କମିବା ସହ ପାଚନ ତନ୍ତ୍ର ସମସ୍ୟା ଦୂର ହୋଇଥାଏ । ଏହାବ୍ୟତୀତ ମୋଟାପଣ ମଧ୍ୟ କମ୍ ହୋଇଥାଏ । ଶୁଣ୍ଠି ଆଇରନ୍, ଫାଇବର, ସୋଡିୟମ୍, ଫେଲେଟ୍ ଏସିଡ୍, କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ଭିଟାମିନ୍- ଏ, ଜିଙ୍କ୍…
