ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ

କରୋନା ଭାଇରସ୍‌ର ଦ୍ଵିତୀୟ ଲହରରେ ସ୍ଥିତି ସଙ୍ଗୀନ। କୋଭିଡ୍-୧୯ର ଏହି ନୂତନ ଷ୍ଟ୍ରେନ କମ ବୟସର ଲୋକଙ୍କୁ ସଂକ୍ରମଣ କରିବା ସହ ଶିଶୁମାନଙ୍କୁ ମଧ୍ୟ ଛାଡୁନି। କଅଁଳା ଶିଶୁ ମଧ୍ୟ ଏହି ମାରାତ୍ମକ ମହାମାରୀରୁ ବାଦ୍ ପଡୁନାହାନ୍ତି। ଏହାକୁ ଦୃଷ୍ଟିରେ ରଖି  କରୋନା ସଂକ୍ରମଣରୁ ଶିଶୁଙ୍କୁ ରକ୍ଷା ପାଇଁ ରାଜ୍ୟ ସରକାର କମିଟି ଗଠନ କରିଛନ୍ତି।  ଏଥିସହ ୧୮ ରୁ ୪୪ ବର୍ଷ ବୟସ ବର୍ଗଙ୍କୁ କୋଭିଡ୍ ସୁରକ୍ଷା ଲାଗି କମିଟି ଗଠନ କରାଯାଇଛି। ଏହାବାଦ୍ ରାଜ୍ୟର…

Read More

ଟିକା ନେଲେ ବି ସଂକ୍ରମିତ କରିପାରିବେ

କରୋନା ଟିକା ନେଇଥିବା ଲୋକ ସୁରକ୍ଷିତ। କିନ୍ତୁ ତାଙ୍କଠାରୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ମଧ୍ୟ ରହିଛି। ଇଣ୍ଡିଆ ଟୁଡେ ଚ୍ୟାନେଲକୁ କରୋନା ବାବଦରେ ଲୋକଙ୍କୁ ସଚେତନତା କରାଇବାକୁ ଯାଇ ବିଶେଷଜ୍ଞମାନେ କହିଛନ୍ତି, ଦ୍ୱିତୀୟ ଡୋଜ ନେବା ପରେ ଅଧିକାଂଶ ଲୋକ ମାସ୍କ ପିନ୍ଧୁ ନାହାନ୍ତି କି ସାମାଜିକ ଦୂରତା ପାଳନ କରୁ ନାହାନ୍ତି। କରୋନା ନାକ, ପାଟି ଜରିଆରେ ସଂକ୍ରମିତ ହେଉଛି। ତେଣୁ ଟିକା ନେଇଥିବା ଲୋକ ମାସ୍କ ନପିନ୍ଧିଲେ ତାଙ୍କଠାରୁ ଅନ୍ୟ ଲୋକଙ୍କୁ କରୋନା ଭୂତାଣ…

Read More