ଚିନ୍ତା ବଢ଼ାଉଛି ଛୋଟ ପିଲାଙ୍କ ମଧ୍ୟରେ ଦେଖାଦେଉଥିବା ଉଚ୍ଚ ରକ୍ତଚାପ ସମସ୍ୟା, ଜାଣନ୍ତୁ ଏହାର ନିରାକରଣ
ଭୁବନେଶ୍ୱର, ୧୬/୦୬ : ବର୍ତ୍ତମାନ ସମୟରେ ଚିନ୍ତା ବଢ଼ାଇଛି ଛୋଟ ପିଲାଙ୍କ ମଧ୍ୟରେ ଦେଖାଦେଇଥିବା ଉଚ୍ଚ ରକ୍ତଚାପ ସମସ୍ଯା। ବିଶେଷଜ୍ଞଙ୍କ କହିବା ଅନୁସାରେ ସାରା ବିଶ୍ୱରେ ୩ପ୍ରତିଶତରୁ ୬ପ୍ରତିଶତ ଶିଶୁ ଓ କିଶୋରଙ୍କ ମଧ୍ୟରେ ଉଚ୍ଚ ରାକ୍ତଚାପ ପରି ସମସ୍ୟା ଦେଖିବାକୁ ମିଳୁଛି । ଆଉ ଏଥିପାଇଁ ବଦଳୁଥିବା ଜୀବନଶୈଳୀକୁ ଦାୟୀ କରାଯାଇଛି । ଏହାସହ ମୋଟାପଣ ଯୋଗୁଁ ମଧ୍ୟ ଅନେକ କ୍ଷେତ୍ରରେ ଶିଶୁ ଓ କିଶୋରଙ୍କ ମଧ୍ୟରେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଦେଉଛି । ୧୨ରୁ…
