ଶୀତ ଦିନେ ଖାଆନ୍ତୁ କନ୍ଦମୂଳ, ଶରୀର ପାଇଁ ବେଶ୍ ସ୍ବାସ୍ଥ୍ୟକର
ଭୁବନେଶ୍ୱର ୧୨/୧୨: କନ୍ଦମୂଳ ପୋଷକ ତତ୍ତ୍ୱରେ ଭରା । ଶୀତଦିନେ ଏହା ବଜାରରେ ବହୁ ମାତ୍ରାରେ ମିଳିଥାଏ । ଏଥିରେ ବହୁ ମାତ୍ରାରେ ଫାଇବର, ପ୍ରୋଟିନ୍, ପୋଟାସିୟମ୍, ଆଇରନ୍ ଓ ଭିଟାମିନ୍ ସି ମିଳିଥାଏ । କନ୍ଦମୂଳ କେବଳ ଖାଇବାକୁ ବେଶ୍ ସ୍ୱାଦିଷ୍ଟ ନୁହେଁ, ଶରୀର ପାଇଁ ମଧ୍ୟ ସ୍ୱାସ୍ଥ୍ୟକର । ଶୀତରେ ଶରୀରକୁ ହାଲ୍କା ଉଷୁମର ଆବଶ୍ୟକତା ରହିଥାଏ । କନ୍ଦମୂଳ ଶରୀରକୁ ଉଷୁମ ରଖିବା ସହ ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ । ଏହାକୁ…
