ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ : ଛାତ୍ରଙ୍କୁ ଟପିଲେ ଛାତ୍ରୀ, ବିଜ୍ଞାନରେ ପାସ୍ ହାର ୮୪.୯୩%
ଭୁବନେଶ୍ଵର, ୩୧/୦୫ : ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ରେଜଲ୍ଟ ଘୋଷଣା କରିଛନ୍ତି । ଚଳିତ ବର୍ଷ ବିଜ୍ଞାନରେ ପାସ୍ ହାର ୮୪.୯୩ ପ୍ରତିଶତ ଥିବା ବେଳେ ବାଣିଜ୍ୟ ପାସ୍ ହାର ୮୧.୧୨ ପ୍ରତିଶତ ରହିଛି। ଏଥର ୭୭ ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ୍ କରିଥିବା ବେଳେ ୧ ହଜାର ୪୭୦ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ପାସ୍ କରିଛନ୍ତି। ଛାତ୍ରଛାତ୍ରୀମାନେ www.orissaresults.nic.in ରେ ନିଜର ପରୀକ୍ଷା…