ବ୍ୟାୟାମ କରିବାକୁ ସମୟ ମିଳୁନି କି ? ଚିନ୍ତା କରନ୍ତୁନି… ରୋଷେଇ ଘରେ କରିପାରିବେ ଏହି ବ୍ୟାୟାମ
ଭୁବନେଶ୍ଵର, ୨୩/୦୩ : ମହିଳାମାନେ ଘର କାମ କରିବା ସହ ଏବେ ନିଜ ସ୍ୱାସ୍ଥ୍ୟ ପ୍ରତି ଅଧିକ ଯତ୍ନଶୀଳ ହୋଇପଡିଛନ୍ତି । ଓଜନ ନିୟନ୍ତ୍ରିତ କରିବା ପାଇଁ ଜିମ୍ ଯିବାଠାରୁ ଆରମ୍ଭ କରି ଯୋଗ ଓ ବ୍ୟାୟାମକୁ ଗୁରୁତ୍ଵ ଦେଉଛନ୍ତି । ତେବେ ଠିକ୍ ଭାବେ କାର୍ଯ୍ୟକାରୀ କରିପାରୁନାହାଁନ୍ତି । କାରଣ ସେମାନଙ୍କର ଅଧିକ ସମୟ ରୋଷେଇ ଘରେ କଟିଥାଏ । କେବେ ସ୍ୱାମୀ ଓ ପିଲାଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତି ତ ଆଉ କେତେବେଳେ ବନ୍ଧୁବାନ୍ଧବଙ୍କ…