ସନ୍ୟାସୀ ହୋଇଯାଇଥିବା ଜଣେ ଅଭିନେତ୍ରୀଙ୍କ ଅକୁହା କଥା

ଜଣେ ଅଭିନେତ୍ରୀଙ୍କ କାହାଣୀ, ଯାହାଙ୍କୁ ଆପଣ ନିଜ ଟିଭିରେ ନିଶ୍ଚୟ ଦେଖିଥିବେ, ଯାହାଙ୍କ ହସ, ଅଭିନୟ ଏବଂ ପ୍ରତ୍ୟେକ ଚରିତ୍ର ଲୋକଙ୍କ ହୃଦୟରେ ଘର କରି ରହିଛି । 27 ବର୍ଷ ଧରି ସେ ପ୍ରତିଟି ଘରର ପରିଚୟ ହୋଇ ରହିଥିଲେ। କେବେ ବୋହୂ ଭାବରେ, ତ କେବେ ଭଉଣୀ, ପୁଣି କେବେ ସିନେମାର ପରଦାରେ ତାଙ୍କୁ ଦେଖିଥିବେ | ତାଙ୍କ ଚମକୁଥିବା ହସ ପଛରେ ଏକ ଗଭୀର ଅକୁହା ସତ ଲୁଚି ରହିଥିଲା, ଯାହା ଖୁବ୍…

Read More

ବଲିଉଡ଼କୁ ଏବେ କଣ ଅକାଳ ପଡ଼ିଛି ?

  () ଦୁଇ ଦିନ ଯାଇନି, ଆଉ ଜଣେ ହାସ୍ୟ ଅଭିନେତାଙ୍କର ଦେହାନ୍ତ। ବଲିଉଡ଼ରେ ଏବେ ଯେମିତି ଅକାଳ ପଡ଼ିଛି। ଯେଉଁସବୁ ଅଭିନେତାମାନଙ୍କ ସହିତ ଦର୍ଶକମାନେ ନିଜକୁ ଯୋଡ଼ି ନେଉଥିଲେ, ଯେଉଁମାନଙ୍କୁ ଭୁଲିଯାଇଥିଲେ ମଧ୍ୟ ଅତି ଆପଣର ଭାବି ଆସୁଥିଲେ ସେମିତି କିଛି ଅଭିନେତା ଜଣଙ୍କ ପରେ ଜଣେ ବାଟ କାଟୁଛନ୍ତି। ଅତି କୋହଭରା କଣ୍ଠରେ କିଛି ଅଭିନେତା ଏଭଳି ଦୁଃଖ ବ୍ୟକ୍ତ କରିଛନ୍ତି । ବଲିଉଡ଼ ଯେମିତି କିଛି ଦିନ ଧରି ଶୋକ ପାଳନ ହିଁ…

Read More