
ବନତାରାକୁ କ୍ଲିନ୍ ଚିଟ୍ ଦେଲେ ସୁପ୍ରିମକୋର୍ଟ
ଗୁଜରାଟର ଜାମନଗର ସ୍ଥିତ ପ୍ରାଣୀ ଉଦ୍ଧାର ଏବଂ ପୁନର୍ବାସ କେନ୍ଦ୍ର ବନତାରାକୁ କ୍ଲିନ୍ ଚିଟ୍ ଦେଇଛନ୍ତି ସୁପ୍ରିମକୋର୍ଟ । ବନତାରା ମାମଲାର ତଦନ୍ତ କରୁଥିବା ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ଏନେଇ ବନତାରାର କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ ଏହା ବିରୋଧରେ ଆସିଥିବା ବିଭିନ୍ନ ଅଭିଯୋଗକୁ ଅମୂଳକ କହି ଖାରଜ କରିଦେଇଛନ୍ତି । ସୁପ୍ରିମକୋର୍ଟର ର ବିଚାରପତି ପଙ୍କଜ ମିଥଲ ଏବଂ ପି.ବି. ବରାଲେଙ୍କ ଖଣ୍ଡପୀଠ ଏସଆଇଟି ରିପୋର୍ଟକୁ ରେକର୍ଡରେ ନେଇଛନ୍ତି ଏବଂ କହିଛନ୍ତି ଯେ ଏସଆଇଟି…