ଗୋଟିଏ ଦେଶ ଗୋଟିଏ ରାସନ ଓଡ଼ିଶାରେ ଆରମ୍ଭ

ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିଠାରୁ ଓଡ଼ିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରାସନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଓ ଓଡ଼ିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରାସନ ପାଇପାରିବେ । ରାଜ୍ୟର ୧୦ ହଜାର ୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ । ଏହାସହିତ…

Read More