ମୌସୁମୀ ସାଙ୍ଗକୁ ଲଘୁଚାପ ଦେଖନ୍ତୁ କେଉଁ ଜିଲ୍ଲାକୁ ପ୍ରବଳ ବର୍ଷା

ମୌସୁମୀ ଆସିବା ସହିତ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ତେଣୁ 11 ତାରିଖରୁ 14 ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ଭାଗରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ରାଜ୍ୟରେ ଚାରି ଦିନ ଧରି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି  ଭାରତୀୟ ପାଣିପାଗ ବିଭାଗ। ମୌସୁମୀର ଆଗମନ ସହ ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ନେଇ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ…

Read More