ବିନୋଦିନୀ ଦେବୀ ପାଇବେ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର

ଜୀବନବ୍ୟାପୀ ସାଧନା ଲାଗି ବରିଷ୍ଠ ମଞ୍ଚ ଅଭିନେତ୍ରୀ ବିନୋଦିନୀ ଦେବୀଙ୍କୁ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ପ୍ରଦାନ କରାଯିବ ।  ସେହିପରି ଓଡ଼ିଶୀ ନୃତ୍ୟଶିଳ୍ପୀ ଆରୁଷୀ ମୁଦଗଲ ଏବଂ ଓଡ଼ିଶୀ ମର୍ଦ୍ଦଳ ଶିଳ୍ପୀ ରାମଚନ୍ଦ୍ର ବେହେରାଙ୍କୁ ଯୁବ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯିବ । ଦୁହିଁଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଅର୍ଥରାଶି ସହ ଉତ୍ତରୀୟ ଓ ସ୍ମୃତିଫଳକ ପ୍ରଦାନ କରାଯିବ । ଏନେଇ ‘ସୃଜନ’ର ନିର୍ଦ୍ଦେଶକ ରତିକାନ୍ତ ମହାପାତ୍ର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।…

Read More