ପ୍ରେମଲତାଙ୍କ ପ୍ରଶଂସାରେ ଶତମୁଖ ହେଲେ ମୁଖ୍ୟମନ୍ତ୍ରୀ

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନିଷ୍ଠାପର କାର୍ଯ୍ୟ ପାଇଁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ସମ୍ମାନ ପାଇଲେ ପ୍ରେମଲତା ବାରିକ । କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପ୍ରେମଲତା ବାରିକଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି । ଜଗତସିଂହପୁର କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଅଛନ୍ତି ପ୍ରେମଲତା । ଲୋକଙ୍କୁ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ ପାଇଁ ରାଷ୍ଟ୍ରପତିଙ୍କ ଦ୍ଵାରା ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ୍ ସମ୍ମାନରେ ସମ୍ମାନିତ କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଶ୍ରୀମତୀ ପ୍ରେମଲତା ବାରିକଙ୍କୁ ଶୁଭେଚ୍ଛା। ଆପଣଙ୍କ ନିଷ୍ଠା ଓ ସମର୍ପିତ…

Read More