ସେପ୍ଟେମ୍ବର 17ରେ ସୁଭଦ୍ରା ଟଙ୍କା, ଜାଣନ୍ତୁ କେମିତି ଆବେଦନ କରିବେ

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଯୋଜନାର ବିସ୍ତୃତ ମାର୍ଗଦର୍ଶିକା ଖୁବ୍ ଶୀଘ୍ର ଜିଲ୍ଲାପାଳମାନଙ୍କୁ ପଠାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୁଭଦ୍ରା ଯୋଜନାର SOP ସମ୍ପର୍କରେ ବିଧାନ ସଭାରେ ସୂଚନା ଦେବା ପରେ ଉନ୍ନୟନ କମିଶନର ଅନୁ ଗର୍ଗ ଯୋଜନାର ସମୀକ୍ଷା କରିଛନ୍ତି. ସୁଭଦ୍ରା ଯୋଜନାର କାର୍ଯ୍ୟାନ୍ୱୟନ ସଂପର୍କରେ ଆଜି ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Read More