ବଲିଉଡ଼କୁ ଏବେ କଣ ଅକାଳ ପଡ଼ିଛି ?
() ଦୁଇ ଦିନ ଯାଇନି, ଆଉ ଜଣେ ହାସ୍ୟ ଅଭିନେତାଙ୍କର ଦେହାନ୍ତ। ବଲିଉଡ଼ରେ ଏବେ ଯେମିତି ଅକାଳ ପଡ଼ିଛି। ଯେଉଁସବୁ ଅଭିନେତାମାନଙ୍କ ସହିତ ଦର୍ଶକମାନେ ନିଜକୁ ଯୋଡ଼ି ନେଉଥିଲେ, ଯେଉଁମାନଙ୍କୁ ଭୁଲିଯାଇଥିଲେ ମଧ୍ୟ ଅତି ଆପଣର ଭାବି ଆସୁଥିଲେ ସେମିତି କିଛି ଅଭିନେତା ଜଣଙ୍କ ପରେ ଜଣେ ବାଟ କାଟୁଛନ୍ତି। ଅତି କୋହଭରା କଣ୍ଠରେ କିଛି ଅଭିନେତା ଏଭଳି ଦୁଃଖ ବ୍ୟକ୍ତ କରିଛନ୍ତି । ବଲିଉଡ଼ ଯେମିତି କିଛି ଦିନ ଧରି ଶୋକ ପାଳନ ହିଁ…
