ପିରିୟଡ ଛୁଟି, ପ୍ରିୟଦର୍ଶିନୀଙ୍କ ପ୍ରେରଣା, ପ୍ରଭାତୀଙ୍କ ପଦକ୍ଷେପ

୭୮ତମ ସ୍ବାଧୀନତା ଦିବସ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମହିଳାମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଋତୁସ୍ରାବ ପାଇଁ ସରକାରୀ ଓ ବେସକାରୀ ମହିଳା କର୍ମଚାରୀଙ୍କୁ ମିଳିବ ଛୁଟି। ସମଗ୍ର ରାଜ୍ୟରେ ଏହି ନିୟମ ଲାଗୁ ହେବ ବୋଲି ସେ କହିଛନ୍ତି।ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ଦିନେ ଛୁଟି ମିଳିବ। ସରକାରୀ ଓ ଘରୋଇ ମହିଳା କର୍ମଚାରୀ ଦିନକ ପାଇଁ ଛୁଟି ନେଇପାରିବେ। ଋତୁସ୍ରାବ ଦିନ କିମ୍ବା ଦ୍ୱିତୀୟ ଦିନ…

Read More