ପ୍ରମୋଦ ଭଗତଙ୍କ ସେହି ସ୍ବର୍ଣ୍ଣିମ ମୁହୂର୍ତ୍ତ – ଖୁସିରେ ଏମିତି ଡେଇଁଉଠିଲେ

ଇତିହାସ ରଚିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ ।  ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିଣିଛନ୍ତି । ବ୍ୟାଡମିଣ୍ଟନ ଫାଇନାଲରେ ସ୍ବର୍ଣ୍ଣ ପଦକ ହାସଲ କରି ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ପ୍ରମୋଦ ଭଗତ । ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଗ୍ରେଟ୍ ବ୍ରିଟେନର ଡାନିଏଲ ବେଥେଲଙ୍କୁ ସିଧାସଳଖ ୨୧-୧୪, ୨୧-୧୭ ସେଟରେ ପରାସ୍ତ କରି ପ୍ରମୋଦ ଦେଶକୁ ସ୍ବର୍ଣ୍ଣ ମେଡାଲ ଉପହାର ଦେଇଛନ୍ତି।  ଅଲିମ୍ପିକ୍ସରେ କୌଣସି ଭାରତୀୟ ଏ ପର୍ଯ୍ୟନ୍ତ ବ୍ୟାଡ୍‌ ମିଣ୍ଟନରେ…

Read More