ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା

ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏଥିସହିତ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ୟୁଜିସି ଅଧିନିୟମ 1956, ଧାରା 2(ଏଫ୍) ଅନୁଯାୟୀ ବଲାଙ୍ଗିର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି । । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିବା ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ…

Read More