ପ୍ରଥମେ ପ୍ରାଥମିକ ବିଦ୍ୟାଳୟ ଖୋଲାଯାଉ- ଭାର୍ଗବ

ଅଧା ଶିଶୁଙ୍କ ନିକଟରେ କୋଭିଡ ଆଣ୍ଟିବଡି ସୃଷ୍ଟି ହେଲାଣି । ଏମିତିକି ଶିଶୁମାନଙ୍କ ଠାରେ ଭାଇରାଲ ରୋଗ ପ୍ରତିରୋଧ କ୍ଷମତା ଅଧିକ ଥାଏ । ତେଣୁ ଯ଼ଦି ସ୍କୁଲ ଖୋଲିବା କଥା ଚିନ୍ତା କରାଯ଼ାଏ ତେବେ ପ୍ରଥମେ ପ୍ରାଥମିକ ବିଦ୍ୟାଳୟ ଖୋଲାଯିବା ଉଚିତ। ଏମିତି କିଛି ମତ ଦେଇଛି ଭାରତର ଚିକିତ୍ସା ଗବେଷଣା ସଂସ୍ଥା ଆଇସିଏମଆର । ଆଇସିଏମଆରର ମୁଖ୍ୟ ବଳରାମ ଭାର୍ଗବ ଚତୁର୍ଥ ସେରୋ ସର୍ଭେ ସଂପର୍କରେ ସୂଚନା ଦେଇ କହିଛନ୍ତି ଯେ ଦେଶରେ ଦୁଇ…

Read More