ଦେଶର ସର୍ବଶ୍ରେଷ୍ଠ ଶିକ୍ଷାନୁଷ୍ଠାନ କିଏ ଜାଣନ୍ତୁ , ଓଡ଼ିଶାରେ କିଏ ?

ଏନଆଇଆରଏଫ୍ ଇଣ୍ଡିଆ ରାଙ୍କିଙ୍ଗ୍ -୨୦୨୫ ଉନ୍ମୋଚିତ () ଦେଶର ସର୍ବଶ୍ରେଷ୍ଠ ଶିକ୍ଷାନୁଷ୍ଠାନ କିଏ ଏବଂ କାହିଁକି ଜଣେ ସେଠାରେ ପଢ଼ିବା ଉଚିତ ଏହା ପ୍ରାୟ ଛାତ୍ରଛାତ୍ରୀଙ୍କ ମନରେ ପ୍ରଶ୍ନ ଆସିଥାଏ। ଯେହାକୁ ଦେଖି ଗତ କିଛି ବର୍ଷ ଧରି ନ୍ୟାସନାଲ ଇନଷ୍ଟିଚ୍ୟୁସନ ରାଙ୍କିଙ୍ଗ୍ ଫ୍ରେମୱାର୍କ(ଏନଆଇଆରଏଫ) ଶିକ୍ଷାନୁଷ୍ଠାନଗୁଡ଼ିକର ରାଙ୍କିଙ୍ଗ ପ୍ରକାଶ କରିଥାଏ। ଗୁରୁଦିବସର ପୂର୍ବ ଦିନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନର ତାଲିକା ପ୍ରକାଶ କରିଛନ୍ତି। ଚଳିତ ଥର ଆଇଆଇଟି ମାଡ୍ରାସ କ୍ରମାଗତ ସପ୍ତମ…

Read More

ସୋଆରେ ୫୦୦ ସିଟ୍ ବିଶିଷ୍ଟ ଅଡିଟୋରିୟମ୍‌ ଉଦ୍‌ଘାଟିତ

ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆଉ ଏକ ଅଡିଟୋରିୟମ ଉଦଘାଟିତ ହୋଇଛି। ସୋଆ ଅନ୍ତର୍ଗତ ଇନଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ ସାଇନ୍ସ (ଆଇଏଏସ୍) ପରିସରରେ 28 ତାରିଖ ରବିବାର ଏହି ନୂଆ ଅଡିଟୋରିୟର ଶୁଭ ଉଘାଟନ କରିଛନ୍ତି  । ସୋଆ ଉପସଭାପତି ଶାଶ୍ବତୀ ଦାସ ।ଏହି ଅଡିଟୋରିୟମରେ ୫୦୦ ସିଟ୍ ରହିଛି । ଉଦଘାଟନୀ କାର୍ଯ୍ୟକ୍ରମରେ ଶ୍ରୀମତି ଶାଶ୍ବତୀ ଦାସ କହିଥିଲେ, ଏହି ଅଡ଼ିଟୋରିୟମ୍ ଶିକ୍ଷକ, ଛାତ୍ରଛାତ୍ରୀ ଓ ଗବେଷକଙ୍କ ଜ୍ଞାନ ଓ ଭାବର ଆଦାନ ପ୍ରଦାନ ନିମନ୍ତେ…

Read More

ହେପାଟାଇଟିସ ସଂପର୍କରେ କିଛି ଜାଣିବା କଥା

ହେପାଟାଇଟିସ୍‌-ବି ଏଚ୍‌ଆଇଭି ଠାରୁ ଶତ ପ୍ରତିଶତ ସଂକ୍ରାମକ ଏବଂ ବିଶ୍ୱର ସବୁଠାରୁ ବଡ ଘାତକ ରୋଗ ଭାବେ ପରିଗଣିତ ହୋଇଛି । ଏହି ରୋଗ ଦ୍ୱାରା ପ୍ରତ୍ୟେକ ବର୍ଷ ପୃଥିବୀରେ ୧୧ ଲକ୍ଷ ଲୋକ ମୃତ୍ୟୁବରଣ କରୁଛନ୍ତି । ତେବେ ଏହି ରୋଗର ଏକ ଭୟଙ୍କର ଦିଗ ହେଉଛି ବିଶ୍ୱରେ ୪୦ କୋଟି ଲୋକ ଏଥିରେ ସଂକ୍ରମିତ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୯୫ ପ୍ରତିଶତ ନିଜ ରୋଗ ସମ୍ପର୍କରେ ଜାଣନ୍ତି ନାହିଁ ବୋଲି କହିଛନ୍ତି ଇନ୍‌ଷ୍ଟିଚ୍ୟୁଟ୍‌…

Read More