Manisha Naek, Football Player ମନିଷା ନାଏକ

ମୁଁ ଶ୍ରଦ୍ଧାଞ୍ଜଳି ହେବି, କେନ୍ଦୁଝରର ନାଁ ରଖିବି-ମନୀଷା

ମୁଁ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ ହେବି ଆମ କେନ୍ଦୁଝରର ନାଁ ରଖିବି, ପୁଣି ଓଡ଼ିଶାରେ ମହିଳା ଫୁଟବଲର ଚମକ ଫେରିବ ଏଭଳି କିଛି କହିଛନ୍ତି ମନୀଷା ନାଏକ । କେନ୍ଦୁଝର ଜିଲ୍ଲା ଯୋଡ଼ା ବସ୍ତିର ଏହି ଫୁଟବଲ ଖେଳାଳି ମନୀଷା ନାଏକ ଅଷ୍ଟ୍ରେଲିଆ ଠାରେ ହେବାକୁ ଥିବା ଏଏଫସି ମହିଳା ଏସିଆନ କପ କ୍ୱାଲିଫାଏର ଟୁର୍ନାମେଣ୍ଟ ପାଇଁ ୨୪ ଜଣିଆ ଭାରତୀୟ ମହିଳା ଫୁଟବଲ ଦଳରେ ସ୍ଥାନ ପାଇଛନ୍ତି। ଏହାପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ…

Read More

ଜୟନ୍ତି ଟିଗାଙ୍କ ବିଷୟରେ ଜାଣିଲେ ଆପଣ ବି ହାର ମାନିବେନି

ଜୟନ୍ତି ଟିଗା, ଏହି ନାଁଟି ପୂର୍ବରୁ କେବେ ସମ୍ଭବତଃ ଆପଣ ଶୁଣିନଥିବେ । କାରଣ ସେ ଚର୍ଚ୍ଚାରେ ରହୁଥିବା ଭିଆଇପିଙ୍କ ଭିତରୁ ନୁହନ୍ତି । ମନ୍ତ୍ରୀ ନୁହନ୍ତି, ନେତା ନୁହନ୍ତି, ସରକାରୀ ବାବୁ କିମ୍ବା ବ୍ୟବସାୟାୀ ବି ନୁହନ୍ତି । ତେବେ ଓଡ଼ିଶାର ଏହି ମହିଳାଙ୍କ ବିଷୟରେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଧରିଲାଣି।  ଏହି ମହିଳା ଜଣେ ଅଙ୍ଗନବାଡ଼ି କର୍ମୀ। ତାଙ୍କର କର୍ମ ନିଷ୍ଠା ତାଙ୍କୁ ଏବେ ପ୍ରଶଂସିତ କରିଛି। ଜୟନ୍ତି ଟିଗା ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା…

Read More