ଶ୍ରୀକ୍ଷେତ୍ର ଓ ଶ୍ରୀଜଗନ୍ନାଥ :- କାହିଁକି ଏହି କ୍ଷେତ୍ର ପୁରୀ ଭାବେ ଜଣାଯାଏ

  ସ୍ମରଣାତୀତ କାଳରୁ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଆବିର୍ଭୂତ ହୋଇଛନ୍ତି । ଏହି ପରମପାବନ କ୍ଷେତ୍ର ଯେ ପୃଥିବୀର ଏକ ପ୍ରାଚୀନ ଧର୍ମପୀଠ-ଏହା ବିନା ଦ୍ୱିଧାରେ କୁହାଯାଇପାରେ । କିନ୍ତୁ ଏହି କ୍ଷେତ୍ରର ମୁଖ୍ୟ ଅଧିଷ୍ଠାତା ଦେବତା ଶ୍ରୀଜଗନ୍ନାଥଙ୍କର ଇତିବୃତ୍ତ ଅଦ୍ୟାବଧି ରହସ୍ୟାବୃତ ହୋଇ ରହି ଆସିଛି । ବିଭିନ୍ନ ପୁରାଣ, କିମ୍ବଦନ୍ତୀ ଓ ଇତିହାସ ସେ ରହସ୍ୟ ଭେଦକରି ପାରି ନାହାନ୍ତି । କଥାରେ କୁହାଯାଇଛି, ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ରହସ୍ୟ ଦେବଗଣଙ୍କୁ ମଧ୍ୟ ଅଗୋଚର;…

Read More