ଭାରତର 4 କଫ ସିରଫ ପାଇଁ ଗାମ୍ବିଆରେ 66 ଶିଶୁଙ୍କ ମୃତ୍ୟୁ ସନ୍ଦେହ

() ଭାରତରେ ପ୍ରସ୍ତୁତ ହୋଇଥିବା 4ଟି କଫ ସିରପ ଉପରେ ଆଲର୍ଟ ଜାରି କରିଛି ବିଶ୍ବ ସ୍ବାସ୍ଥ୍ଯ ସଂଗଠନ ଡବ୍ଲୁଏଚଓ । ମେଡେନ ଫାର୍ମାସ୍ଯୁଟିକାଲସ ଦ୍ବାରା ପ୍ରସ୍ତୁତ ଏହି 4ଟି କଫ ସିରଫ ଓ ଥଣ୍ଡା ଔଷଧର ଭୟଙ୍କର ପାର୍ଶ୍ବ ପ୍ରତିକ୍ରିୟା ଥିବାର ସନ୍ଦେହ ଉପୁଜିଛି ।ଏହି  ଔଷଧ ବ୍ୟବହାର ଯୋଗୁଁ ଗାମ୍ବିଆରେ 66 ଜଣ ଶିଶୁଙ୍କର ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହେବା ପରେ ଡବ୍ଲୁଏଚଓ ଏହାର ତର୍ଜମା ଆରମ୍ଭ କରିଛି । ଏ ବାବଦରେ…

Read More

ଚୀନକୁ ଡରି ନାଁ ହେଲା ଓମିକ୍ରନ !

  ସାରା ବିଶ୍ବରେ ଏବେ ଗୋଟିଏ ଶବ୍ଦକୁ ନେଇ ଚାଲିଛି ଚର୍ଚ୍ଚା। ଓମିକ୍ରନ। ଓମିକ୍ରନ ଏବେ ଭୟର ଏକ ପ୍ରତିଶବ୍ଦ ବି ହୋଇଯାଇଛି। ଓମିକ୍ରନ ହେଉଛି ଦକ୍ଷିଣ ଆଫ୍ରିକାରେ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ନୂଆ ନାଁ। ପ୍ରଥମେ ଏହାକୁ B.1.1.529 ଭାବେ ଚିହ୍ନଟ କରାଯାଇଥିଲା। ତେବେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏହାର ସଂକ୍ରାମକ କ୍ଷମତାକୁ ଉପଲବ୍ଧି କରି ଏହାକୁ ଭ୍ୟାରିଆଣ୍ଟ ଅଫ କନସର୍ଣ୍ଣ ଘୋଷଣା କରିବା ସହିତ ଏହାର ନାଁ ଦେଇଛି ଓମିକ୍ରନ।…

Read More